Posted inଜାତୀୟ

ଭଲ ରାସ୍ତା ଯୋଗୁ ହେଉଛି ବଡ଼ ଦୁର୍ଘଟଣା: ଉପ ମୁଖ୍ୟମନ୍ତ୍ରୀ

ଚିତ୍ରଦୁର୍ଗ,୧୨।୯: କର୍ନାଟକର ଉପ ମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜଲ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାରଜଲ କହିଛନ୍ତି ଭଲ ରାସ୍ତା ଯୋଗୁ ବଡ଼ ଦୁର୍ଘଟଣା ଘଟୁଛି। କାରଣ ଭଲ ରାସ୍ତା ଯୋଗୁ ସମସ୍ତେ ଦ୍ରୁତ ଗତିରେ ଗାଡି ଚଳାଉଥିବାରୁ ଦୁର୍ଘଟଣା ଘଟୁଛି ବୋଲି ସେ କହିଛନ୍ତି। ବୁଧବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ବେଳେ ସେ କହିଛନ୍ତି ଭଲ ରାସ୍ତାରେ ଲୋକେ ୧୨୦-୧୬୦ ଗତିରେ ଯାଉଛନ୍ତି। ସେଥିପାଇଁ ରାଜପଥ ଉପରେ ବଡ଼ ବଡ଼ ଦୁର୍ଘଟଣା ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri