Posted inଜାତୀୟ

ଭାଇଚାରାର ବିଜୟ: ସହମତିରେ ରାୟ ପ୍ରକାଶ; ମସଜିଦ୍‌ ନିର୍ମାଣରେ ସହାୟତା କରିବେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଥିରେ ଭାଇଚାରାର ବିଜୟ ହୋଇଛି। ଏହି ରାୟ ପୁଣିଥରେ ଭାରତର ଜାତୀୟ ସଂହତିକୁ ପ୍ରତିପାଦିତ କରିଛି। ରାମ ଜନ୍ମଭୂମି ନ୍ୟାସ ଏବଂ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ମଧ୍ୟରେ ସହମତି ଦ୍ୱାରା ଐତିହାସିକ ରାୟ ମିଳିପାରିଛି। ସୁପ୍ରିମ୍‌କୋର୍ଟର ୫ ଜଣିଆ ଖଣ୍ଡପୀଠରେ ମଧ୍ୟ ଏହି ରାୟ ନେଇ ସହମତି ପ୍ରକାଶ ପାଇଛି। ରାମଲଲାଙ୍କ ମନ୍ଦିର ନିର୍ମାଣ ପାଇଁ ରାମ ଜନ୍ମଭୂମି ନ୍ୟାସ୍‌ ଟ୍ରଷ୍ଟକୁ ଯୋଜନା ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସୁନ୍ନୀ ଓ୍ବାକଫ୍‌ ବୋର୍ଡକୁ ଅଯୋଧ୍ୟାରେ ୫ ଏକର ଜମି ମସଜିଦ୍‌ ନିର୍ମାଣ ପାଇଁ ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମସଜିଦ୍‌ ନିର୍ମାଣରେ କେନ୍ଦ୍ର ଓ ରାଜ୍ୟ ସରକାର ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri