ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା:ଜେଲ ଗଲେ ଦିଅର

ଦିଗପହଣ୍ଡି,୮ା୭(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟ୍ଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ମେ ୧୭ ରାତି ପ୍ରାୟ ୮ଟାରେ ଅକ୍ଷୟ ତାଙ୍କ ଭାଉଜଙ୍କୁ ଘରେ ପଶି ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଅଭିଯୁକ୍ତଙ୍କ ଭାଉଜ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଗୌରାଙ୍ଗ ଚରଣ ସାହୁ ଘଟଣାର ତଦନ୍ତ କରି ନଂ.୧୦୬/୧୯ରେ ମାମଲା ରୁଜୁ କରିଥିଲେ। ଗିରଫ ଭୟରେ ଅଭିଯୁକ୍ତ ଗ୍ରାମରୁ ଫେରାର ହୋଇଯାଇଥିଲେ। ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନ ସଦଳବଳ ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରି ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri