ଭାଉଜଙ୍କ ସହ ସମ୍ପର୍କ ନ ଥିବା ପ୍ରମାଣ କରିବାକୁ ଯାଇ ଅଗ୍ନିପରୀକ୍ଷା ଦେଲେ ଦିଅର

ହାଇଦ୍ରାବାଦ,୨।୩: ତେଲେଙ୍ଗାନାର କରିମନଗର ଜିଲାର ବଞ୍ଜାରୁପାଲି ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କ ସହ ଅବୈଧ ସମ୍ପର୍କ ନେଇ ଅଭିଯୋଗ ହୋଇଥିଲା। ଯାହାକୁ ପ୍ରମାଣ କରିବାକୁ ଯାଇ ଦିଅର ଜଣଙ୍କ ଅଗ୍ନିପରୀକ୍ଷା ଦେଇଛନ୍ତି। ନିଆଁରେ ପଡି ଗରମ ହୋଇଥିବା ଲୁହା ରଡକୁ ହାତରେ ଉଠାଇଛନ୍ତି। ଏହି ପୁରା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଖବରନୁଯାୟୀ, ଯୁବକ ଜଣଙ୍କ ତାଙ୍କ ବଡ଼ ଭାଇଙ୍କ ସ୍ତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖିଥିବା ଅଭିଯୋଗ ପରେ ଗ୍ରାମରେ ପଞ୍ଚାୟତ ବସିଥିଲା। ତେବେ ପଞ୍ଚାୟତରେ ଯୁବକୁଙ୍କ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବାକୁ ହେଲେ ଅଗ୍ନିପରୀକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବ୍ୟକ୍ତି ଜଣଙ୍କ ଅଗ୍ନିପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri