ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଛାତ୍ରୀଛାତ୍ର, ଶିୟୟିତ୍ରୀ, ଶିକ୍ଷକ ବାହାରକୁ ପଳାଇ ଆସିବାରୁ ଏଥିରେ କାହାର କିଛି କ୍ଷତି ହୋଇ ନଥିବା ଜଣାପଡ଼ିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ…

‘ଆଜି ରାତିରେ CJP ନେତାମାନଙ୍କୁ ଗିରଫ କରାଯିବ’ – ଜନ୍ତର ମନ୍ତରରୁ ଅଭିଜିତ ଦୀପକେଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୪।୭: ଶୁକ୍ରବାର କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର ମନ୍ତରରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସାମ୍ବାଦିକ ସମ୍ମିଳନୀ ସମୟରେ ଅଭିଜିତ ଦୀପକେ…

ପେପର ଲିକ୍‌: କେନ୍ଦ୍ର, NTAକୁ ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪।୩: NEET UG ପେପର ଲିକ୍‌ ମାମଲାରେ ସୁପ୍ରିମକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଓ NTAକୁ ସତ୍ୟପାଠ ଦାଖଲ ପାଇଁ କୋର୍ଟ କହିଛନ୍ତି। ପେପର ଲିକ୍‌…

Social Media Ban: ୧୫ ବର୍ଷରୁ କମ ବୟସର ପିଲାମାନେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ, ସଂସଦରେ ବିଲ ଗୃହୀତ

ପ୍ୟାରିସ,୨୪।୭: ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ନେତୃତ୍ୱରେ, ବିଶ୍ୱର ସବୁଠାରୁ ଆଧୁନିକ ରାଷ୍ଟ୍ରଗୁଡ଼ିକ ମଧ୍ୟରୁ ଗୋଟିଏ ଫ୍ରାନ୍ସର ସଂସଦ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସଂସଦ ୧୫ ବର୍ଷରୁ…

ମୋଦି କ୍ୟାବିନେଟରେ ହେବ ବଡ଼ ନିଷ୍ପତ୍ତି; କ’ଣ ଧର୍ମେନ୍ଦ୍ରଙ୍କ ଇସ୍ତଫାକୁ ନେଇ ହେବ ଘୋଷଣା?

ନୂଆଦିଲ୍ଲୀ,୨୪।୭: ପେପର ଲିକ୍ ପ୍ରସଙ୍ଗକୁ ନେଇ ଦେଶର ରାଜନୀତି ଗରମ ହେବାରେ ଲାଗିଛି। ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଓହ୍ଲାଇଥିବା ବେଳେ…

ବଲାଙ୍ଗୀରରେ ଚାଞ୍ଚଲ୍ୟ! ନିଜ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ, ଏହି କାରଣକୁ ନେଇ….

ବଲାଙ୍ଗୀର,୨୪।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଚଟୁଅନକା ମାଝିପଡାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି…

ଦିବ୍ୟାଙ୍ଗ ସ୍ବାମୀଙ୍କୁ କାନ୍ଧରେ ବସାଇ ୧୮୦ କିଲୋମିଟର ଚାଲିଲେ ସ୍ତ୍ରୀ: ପ୍ରେମ-ବିଶ୍ୱାସର ଅନନ୍ୟ ଉଦାହରଣ

ଲକ୍ଷ୍ନୌ,୨୪।୭: କାଉଡି ଯାତ୍ରାକୁ କେବଳ ଧାର୍ମିକ ବିଶ୍ୱାସର ପର୍ବ ଭାବରେ ବର୍ଣ୍ଣନା କରାଯାଏ। ଏହି ତୀର୍ଥଯାତ୍ରା ବିଶ୍ୱାସ, ତ୍ୟାଗ, ଧୈର୍ଯ୍ୟ ଏବଂ ମାନବୀୟ ସମ୍ପର୍କର ଗଭୀରତାକୁ ମଧ୍ୟ…

ନଇଁଲେ ମୋଦି ସରକାର! ଅଧରାତିରେ କାହିଁକି କଲେ ଭିଡିଓ, କଣ ରହିଛି ବଡ଼ ଚାଲ୍ ଜାଣନ୍ତୁ

ନୂଆଦିଲ୍ଲୀ,୨୪।୭: ୨୩ ଜୁଲାଇ, ୨୦୨୬ ରାତି ୧୧:୫୨ ସମୟରେ… NEET ପେପର୍ ଲିକ୍ ବିରୋଧରେ CJP ଦେଶବ୍ୟାପୀ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଥିଲା। ସେହି ମୁହୂର୍ତ୍ତରେ, ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri