ଭାଙ୍ଗିଲା ଶ୍ରୀଲଙ୍କା ସଂସଦ: ଏପ୍ରିଲରେ ହେବ ନିର୍ବାଚନ

କଲମ୍ବୋ,୩।୩: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପାକ୍‌ସେ ସୋମବାର ଦେଶର ସଂସଦକୁ ଭାଙ୍ଗି ଦେଇଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ ଏପ୍ରିଲ ୨୫ରେ ନିର୍ବାଚନ ଘୋଷଣା ହେବା ପରେ ସେ ଏହାକୁ ଭାଙ୍ଗି ଦେଇଥିବା ଜଣାପଡିଛି। ତେବେ କାର୍ଯ୍ୟକାଳ ପୂରଣ ହେବାର ୬ ମାସ ପୂର୍ବରୁ ସେ ଏହାକୁ ଭାଙ୍ଗି ଦେଇଛନ୍ତି ବୋଲି କୁହାଯାଉଛି। ତେବେ ଏପ୍ରିଲ ୨୫ରେ ହେବାକୁ ଥିବା ନିର୍ବାଚନ ପାଇଁ ମାର୍ଚ୍ଚ ୧୨ରୁ ମାର୍ଚ୍ଚ ୧୯ ମଧ୍ୟାହ୍ନ ୧୨ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ। ମେ ୧୪, ୨୦୨୦ରେ ସଂସଦର ପ୍ରଥମ ଅଧିବେଶନ କରାଯିବ ବୋଲି ଜଣାପଡିଛି। ୨ଥର ରାଷ୍ଟ୍ରପତି ଓ ୩ଥର ପ୍ରଧାନମନ୍ତ୍ରୀ ଥିବା ମହିନ୍ଦା ରାଜପାକସେ ଏଥର ବିଜୟ ଲାଭ କରିବେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri