ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା ଚାଲିଥିଲା। ସେହି ସମୟରେ ହଠାତ୍‌ ସ୍କୁଲର ଛାତ ଭାଙ୍ଗିଯାଇଥିଲା। ଛାତ୍ରୀଛାତ୍ର ଓ ଶିକ୍ଷକମାନେ ଭୟଭୀତ ହୋଇ ତୁରନ୍ତ ବାହାରକୁ ପଳାଇ ଆସିଥିଲେ। ସୌଭାଗ୍ୟବଶତଃ କାହାରି କିଛି ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?