Posted inଜାତୀୟ

ଭାଜପାକୁ ୟଶ୍‌ଓ୍ବନ୍ତ ସିହ୍ନାଙ୍କ ସମାଲୋଚନା: ଦୁର୍ଯ୍ୟୋଧନ, ଦୁଃଶାସନଙ୍କୁ ସାବଧାନ

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ୟଶ୍‌ଓ୍ବନ୍ତ ସିହ୍ନା ଶନିବାର ଭାଜପା ଉପରେ ବର୍ଷିଛନ୍ତି। ଦେଶବ୍ୟାପୀ ସିଏଏ ବିରୋଧୀ ବିକ୍ଷୋଭ ଜାରି ରହିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ‘ଟୁକ୍‌ଡ଼େ ଟୁକ୍‌ଡ଼େ’ ମନ୍ତବ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ଏଭଳି ମନ୍ତବ୍ୟ ଭାରି ମାରାତ୍ମକ ବୋଲି ସିହ୍ନା ପ୍ରକାଶ କରିଛନ୍ତି। ଏହି ଟୁକ୍‌ଡ଼େ ଟୁକ୍‌ଡ଼େ’ ଗ୍ୟାଙ୍ଗ୍‌ରେ ଭାଜପାର ମାତ୍ର ଦୁଇଜଣ ଅଛନ୍ତି। ମହାଭାରତର ନକାରାତ୍ମକ ଚରିତ୍ର ଦୁର୍ଯ୍ୟୋଧନ ଓ ଦୁଃଶାସନ ଭଳି । କୁରୁକ୍ଷେତ୍ର ଯୁଦ୍ଧ ଲାଗି ସେମାନେ ଦାୟୀ ଥିଲେ। ଏବେ ଏହି ଟୁକ୍‌ଡ଼େ ଟୁକ୍‌ଡ଼େ ଗ୍ୟାଙ୍ଗ୍‌କୁ ଦଣ୍ଡିତ କରିବାର ସମୟ ଆସିଛି ବୋଲି ଦିଲ୍ଲୀରେ ସିହ୍ନା କହିଛନ୍ତି। ଚଳିତ ସପ୍ତାହ ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ସହରୀ ନକ୍ସଲ ବୋଲି କଂଗ୍ରେସ ଓ ଏହାର ସହଯୋଗୀଙ୍କୁ ଆକ୍ଷେପ କରି କହିଥିଲେ। ପ୍ରକାଶଥାଉ କି, ବାଜପେୟୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ସିହ୍ନା ଗତବର୍ଷ ଭାଜପା ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri