ଭାଜପାରେ ମିଶିବା ପ୍ରଚାରକୁ ଜାମଦା ବ୍ଳକ ଉପାଧ୍ୟକ୍ଷଙ୍କ ଖଣ୍ଡନ

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲା ଜାମଦା ବ୍ଲକ ଉପାଧ୍ୟକ୍ଷ ସାଗରାମ ମୁର୍ମୁ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ ସାଗରାମ ମୁର୍ମୁ ଖଣ୍ଡନ କରିଛନ୍ତି। ସେ ବିଧାୟକଙ୍କୁ ଭେଟିବାକୁ ଯାଇଥିବା ବେଳେ ଭାଜପା ଏହାକୁ ମିଶିବା ଘଟଣା କହି ପ୍ରଚାର କରୁଥିବା ସାଗରାମ ଶନିବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଖବରଦାତା ସମ୍ମିଳନୀରେ ଜିଲା ସଭାପତି ରାଜସ୍ବ ମନ୍ତ୍ରୀ ସୁଦାମ ମାଣ୍ଡି, ଓଡ଼ିଶା କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି, ରାଜ୍ୟସଭା ଏମ୍‌ପି ମମତା ମହାନ୍ତ, ପର୍ଯ୍ୟବେକ୍ଷକ ମୁକ୍ତିକାନ୍ତ ମଣ୍ଡଳ, ସହର ସଭାପତି କାଶୀନାଥ ହେମ୍ବ୍ରମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri