Posted inଜାତୀୟ

ଭାଜପାର ଅହଂକାର ମହାରାଷ୍ଟ୍ର ଜନତାଙ୍କ ପ୍ରତି ଅପମାନ: ସଞ୍ଜୟ

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ଭାଜପା-ଶିବସେନା ମଧ୍ୟରେ ଚାଲିଥିବା ତୁତୁମେମେ ଥମିବାର ନାଁ ନେଉନାହିଁ। ରବିବାର ସରକାର ଗଠନ କରିବାକୁ ଭାଜପା ମନା କରିବା ପରେ ସୋମବାର ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଗଠନ କରିବାକୁ ମନା କରିବା ଭାଜପାର ଅହଂକାର। ଆଉ ଏହି ଅହଂକାର ମହାରାଷ୍ଟ୍ର ଜନତାଙ୍କ ପାଇଁ ଅପମାନ। ଭାଜପା ଯଦି ଶିବସେନା ସହ ୫୦-୫୦ ଅଙ୍କକୁ ନେଇ ସହମତି ପ୍ରକାଶ କରି ଥାଆନ୍ତା ତେବେ ଆଜି ଏଭଳି ପରିସ୍ଥିତି ହୋଇ ନ ଥାଆନ୍ତା। ଅନ୍ୟପଟେ ଏନ୍‌ସିପି ଓ କେଂଗ୍ରେସ ସହ ମିଶି ଏବେ ଶିବସେନା ସରକାର ଗଠନ କରିବାକୁ ପାଗ ଭିଡୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri