ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା

ଫୁଲନଖରା,୩ା୧୦(ଡି.ଏନ୍‌.ଏ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ରାଜ୍ୟ ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି। ଏହାକୁ କଟକ ଜିଲା ତେଲଙ୍ଗାପେଣ୍ଠ ଗାନ୍ଧୀ ସ୍ମୃତିପୀଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ତେଲଙ୍ଗାପେଣ୍ଠ, କୋଠସାହି, ବଢେଇ ସାହି, ନଛିପୁର, ଅମଣିଆଗୋରଡା, ସଇଁନ୍ଧା ହୋଇ ବାଲିସାହିରେ ଶେଷ ହୋଇଥିଲା। ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗଦେଇ କହିଥିଲେ, ସମାଜର ଅନ୍ତିମ ପାହାଚରେ ଥିବା ବ୍ୟକ୍ତିଙ୍କ ପାଖରେ ସମସ୍ତ ଯୋଜନାର ଲାଭ ପହଞ୍ଚାଇବା ଗାନ୍ଧିଜୀଙ୍କ ବିଚାରର ମୂଳମନ୍ତ୍ର ଥିଲା। ଭାଜପା ସରକାର ସବୁବେଳେ ଗରିବଙ୍କ ପାଇଁ ସମର୍ପିତ। ଗାନ୍ଧିଜୀଙ୍କ ସ୍ବପ୍ନକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଅଙ୍ଗୀକାରବଦ୍ଧ ବୋଲି ସେ କହିଥିଲେ। ଏହି ସଭାରେ ଭାଜପା ରାଜ୍ୟ ସଭା ସଦସ୍ୟ ଅଶ୍ୱିନୀ ବୈଷ୍ଣବ, ପୀତାମ୍ବର ଆଚାର୍ଯ୍ୟ, ଦିଲୀପ ନାୟକ, ନୟନ କିଶୋର ମହାନ୍ତି, ଗୋଲଖ ମହାପାତ୍ର, ସମୀର ମହାନ୍ତି, ପ୍ରକାଶ ବେହେରା, ଶାରଦା ପ୍ରଧାନ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରତାପ ରାଉତରାୟ, ରାଜକୁମାରୀ ସ୍ବାଇଁ, କ୍ଷୀରୋଦ ଚନ୍ଦ୍ର ଦଳାଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri