Posted inଜାତୀୟ

ଭାଜପାର ବିପୁଳ ବିଜୟ: ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ କହିଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କ ମ୍ୟାଜିକ୍‌ କାମ କରିଛି। ଭାଜପାର ବିପୁଳ ବିଜୟରେ ମୋଦି କହିଛନ୍ତି ଏହା ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ ଯୋଗୁ ସମ୍ଭବ ହୋଇପାରିଛି। ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ଭାଜପା ୩ଶହରୁ ଅଧିକ ଆସନରେ ବିଜୟ ହେବାର ସମ୍ଭାବନା ଥିବାବେଳେ କଂଗ୍ରେସ ବହୁ ପଛରେ ପଡ଼ିଯାଇଛି। ସେହିପରି ଅନ୍ୟଦଳ ଗୁଡ଼ିକର ସ୍ଥିିତି ଖରାପ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ଭାରତକୁ ନାଲିଆଖି ଦେଖାଇଲେ ନେପାଳ ସରକାର, ଧମକ ଦେଇ କହିଲେ କାଠମାଣ୍ଡୁର ସମ୍ମତି ବିନା…

କାଠମାଣ୍ଡୁ,୬ା୫: ନେପାଳର ବାଲେନ ସରକାର ଭାରତକୁ ନାଲିଆଖି ଦେଖାଇଛନ୍ତି। ନେପାଳ ସରକାର ମାନସରୋବର ଯାତ୍ରାର ପଥକୁ କଡ଼ା ବିରୋଧ କରିଛନ୍ତି। ଏହା ଭାରତ ଏବଂ ନେପାଳ ମଧ୍ୟରେ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଇସ୍ତଫା ନ ଦେବା ଉପରେ ଗିରଫ ହେବେ ମମତା ବାନାର୍ଜୀ, କ’ଣ କହୁଛି ଭାରତର ନିୟମ…

କୋଲକାତା,୬।୫: ପଶ୍ଚିମବଙ୍ଗ ରାଜନୀତି ଏପରି ଏକ ମୋଡ଼ ନେଇଛି ଯାହା ବହୁତ କମ ଲୋକ କଳ୍ପନା କରିପାରନ୍ତି। ୨୦୨୬ ନିର୍ବାଚନ ଫଳାଫଳ ରାଜ୍ୟର କ୍ଷମତା ଦୃଶ୍ୟପଟକୁ ସ୍ପଷ୍ଟ…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri