ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ପାଟକୁରା ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ ପାଇଛି। ଏହି ତାଲିକାରେ ୪୦ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ସେମାନେ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଅରୁଣ ସିଂ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ଡ.ସମ୍ବିତ ପାତ୍ର, ବସନ୍ତ କୁମାର ପଣ୍ଡା, ବିଶ୍ୱଭୂଷଣ ହରିଚନ୍ଦନ, କେ. ଭି. ସିଂହଦେଓ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ, ସଂଗୀତା ସିଂହଦେଓ, ପ୍ରଦୀପ୍ତ ନାୟକ, ବିଷ୍ଣୁ ସେଠୀ, ମୋହନ ମାଝୀ, ସମୀର ଦେ, ଡ.ଦାମୋଦର ରାଉତ, ସୁରମା ପାଢୀ, ସମୀର ମହାନ୍ତି, ଖାରବେଳ ସ୍ବାଇଁ, ରୁଦ୍ର ପାଣି, ମାନସ ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର, ପ୍ରଭାତୀ ପରିଡ଼ା, ଠାକୁର ରଣଜିତ ଦାସ, ରଘୁନାଥ ମହାନ୍ତି, ଜୟନାରାୟଣ ମିଶ୍ର, ସୁବାସ ପାଣିଗ୍ରାହୀ, ମଦନ ମୋହନ ଦତ୍ତ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜୟନ୍ତ ଷଡ଼ଙ୍ଗୀ, ସୁକାନ୍ତ ନାୟକ, ନାଉରୀ ନାୟକ, ଡ. ମୁକେଶ ମହାଲିଙ୍ଗ, ଶ୍ରୀତମ ଦାସ, ଅଭିନେତ୍ରୀ ଅନୁ ଚୌଧୁରୀ ହରି ମହାପାତ୍ର ଓ ପିଙ୍କି ପ୍ରଧାନ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri