Posted inଜାତୀୟ

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ ରାଜୀବ ଚନ୍ଦ୍ରଶେଖରଙ୍କର ବୋଲି ସୂତ୍ରରୁ ଜଣାପଡ଼ିଛି। ଜୁପିଟର କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ୍‌ର ପ୍ରତିଷ୍ଠାତା ଅଧ୍ୟକ୍ଷ ହେଉଛନ୍ତି ରାଜୀବ ଚନ୍ଦ୍ରଶେଖର। ଏହି କମ୍ପାନୀର ବିମାନରେ କଂଗ୍ରେସ-ଜେଡିଏସ୍‌ର ଇସ୍ତଫା ଦେଇଥିବା ବିଧାୟକମାନେ ଶନିବାର ମୁମ୍ବାଇରେ ପହଞ୍ଚତ୍ଥିଲେ। ତେବେ ଏହା ବ୍ୟବସାୟ ପାଇଁ ଚଳାଚଳ କରୁଥିବାରୁ ସେଥିରେ ଯେ କେହି ଯାତ୍ରା କରିପାରିବେ ବୋଲି କମ୍ପାନୀର ଅଧିକାରୀମାନେ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri