Posted inଜାତୀୟ

ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ପିତାଙ୍କ ଗାଡ଼ି ଚୋରି

ନୂଆଦିଲ୍ଲୀ,୨୯।୫: ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ପିତାଙ୍କ କାର୍‌ ଗୁରୁବାର ବିଳମ୍ବିତ ରାତିରେ ନିଜ ବାସଭବନରୁ ହୋଇଯାଇଛି। ଏନେଇ ଗମ୍ଭୀରଙ୍କ ପରିବାର ପକ୍ଷରୁ ପୋଲିସ ନିକଟରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ୍‌ ଆରମ୍ଭ କରିଛି। ସିସିଟିଭ ଫୁଟେଜ ଯାଞ୍ଚ୍‌ କରାଯାଇ ଚୋରକୁ ଧରାଯିବ ବୋଲି ସେଣ୍ଟ୍ରାଲ ଡିସିପି କହିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳ ଗମ୍ଭୀରଙ୍କ ରାଜେନ୍ଦ୍ର ନଗର ବାସଭବନ ଆଗରେ ଟୋୟଟା ଫର୍ଚୁନର କାର୍‌ଟି ପାର୍କିଂରେ ଥିଲା। ଭୋର ସମୟରୁ ହିଁ କାରଟିକୁ ଚୋରି ହୋଇଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri