Posted inଜାତୀୟ

ଭାଜପା ଏମ୍‌ପି ପୋଲିସ କର୍ମଚାରୀଙ୍କୁ ମାରିଲେ ଚାପୁଡ଼ା; ଜୀବନରେ ମାରିବାକୁ ଦେଲେ ଧମକ

ଲକ୍ଷ୍ନୌ,୧୧।୬: ଉତ୍ତରପ୍ରଦେଶ ଧୋରହରା ଏମ୍‌ପି ରେଖା ବର୍ମା ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଜଣେ  ପୋଲିସ କର୍ମଚାରୀଙ୍କୁ ଚାପୁଡ଼ା ମାରିଥିବା ନେଇ ସ୍ଥାନୀୟ ମୋହମ୍ମଦି ଥାନାରେ ତାଙ୍କ ନାମରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ରେଖା ବର୍ମା ପୋଲିସ କର୍ମଚାରୀ ଶ୍ୟାମ ସିଂଙ୍କୁ ଚାପୁଡ଼ା ମାରିବା ସହିତ ତାଙ୍କୁ ଜୀବନରେ ମାରି ଦେବାକୁ ଧମକ ଦେଇଥିବା ପୋଲିସ ସୂଚନା ଦେଇଛି। ରେଖା ବର୍ମାଙ୍କ ଏଭଳି ଆଚରଣ ନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri