ଭାଜପା କର୍ମକର୍ତ୍ତା ଚୟନ : କର୍ମୀ କହିଲେ କରିବୁ ଦଳର ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ଼

ଛେଣ୍ଡିପଦା,୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରସାହି ପଞ୍ଚାୟତର ଭାଜପା କର୍ମକର୍ତ୍ତା ଚୟନ ଓ ସାଙ୍ଗଠନିକ ସଭା ରବିବାର ବଡବନ୍ଧ ଆମ୍ବତୋଟାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାଜପା ବରିଷ୍ଠ କର୍ମୀ ବୀରବର ବେହେରାଙ୍କ ସଭାପତିତ୍ୱରେ ଏହି ଚୟନ ହୋଇଛି। ପଞ୍ଚାୟତର ସଭାପତି ଇନ୍ଦ୍ରମଣି ସାହୁ, ଉପ ସଭାପତି ପ୍ରକାଶ ଚନ୍ଦ୍ର ମାଝୀ, ଶ୍ରବଣ ଗଡନାୟକ ସମ୍ପାଦକ, ନିରଞ୍ଜନ ବେହେରା ସହସମ୍ପାଦକ ଓ ଉପଦେଷ୍ଟା ଭାବେ ବୀରବର ବାରିକଙ୍କୁ ମନୋନୀତ କରାଯାଇଛି। ମନୋନୀତ କର୍ମକର୍ତ୍ତା ମାନେ ଭାଜପାର ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ଼ କରିବା ସହିତ ଜନସାଧାରଣଙ୍କ ସୁଖଦୁଃଖର ସାଥୀ ହୋଇ ସେବା କରିବା ପାଇଁ କହିଛନ୍ତି । ଏହି କର୍ମକର୍ତ୍ତା ଚୟନରେ ୨୦୦ରୁ ଊଦ୍ଧର୍‌ବ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri