Posted inଜାତୀୟ

ଭାଜପା କହୁଛି ମୋ ପାଖରେ ଇଡି ଅଛି, ଆଇଟି ଅଛି: କେଜରିୱାଲ

ନୂଆଦିଲ୍ଲୀ,୫ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ ଓ ଏମସିଡି ନିର୍ବାଚନକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି । ମଙ୍ଗଳବାର କେଜରିୱାଲ ବିଧାନସଭାରେ କହିଛନ୍ତି ଏମାନେ ଫଣ୍ଡର କାନ୍ଦ କାନ୍ଦୁଛନ୍ତି । ଆମର ସମସ୍ତ ଫଣ୍ଡ ନେଇଗଲେ । ହେଲେ ଏବେ କେନ୍ଦ୍ରର ଅଧିନକୁ ଆସିଗଲା ଏମସିଡି, ଏବେ ସେଠାରେ ଲୋ ଫଣ୍ଡ, ସେଣ୍ଟରଠାରୁ ନେଇଆସ ଭଳି ଫଣ୍ଡ, ଏବେବି ଏମାନେ କର୍ମଚାରୀଙ୍କୁ ତାଙ୍କର ସମ୍ପୂର୍ଣ୍ଣ ଦରମା ଦେଉ ନାହାନ୍ତି ।
କେଜରିୱାଲ କହିଛନ୍ତି, ଅମିତାଭ ବଚ୍ଚନଙ୍କର ଗୋଟିଏ ଫିଲ୍ମ ଆସିଥିଲା ଦିୱାର । ସେଥିରେ ଅମିତାଭ କହୁଥିଲେ , ମୋ ପାଖରେ ଧନ ଅଛି, ଦୌଲତ ଅଛି, ବଙ୍ଗଲା ଅଛି.. ଆଉ ଏତିକି ବେଳେ ଶଶି କପୁର କହୁଥିଲେ ମୋ ପାଖରେ ମା’ ଅଛି । ସେମିତି ଆଜି ଭାଜପା କହୁଛି ମୋ ପାଖରେ ଇଡି ଅଛି, ଇନକମ ଟାକ୍ସ, ସିବିଆଇ ଅଛି । ହେଲେ ଦିଲ୍ଲୀର ଜନତା କହୁଛନ୍ତି ଆମ ପାଖରେ ଆମ ପୁଅ କେଜରିୱାଲ ଅଛି ।
ସତ୍ୟେନ୍ଦ୍ର ଜୈନଙ୍କ ଗିରଫକୁ ନେଇ କେଜରିୱାଲ କହିଛନ୍ତି, ଦେଶରେ ଗୋଟିଏ କଳା ଦିନ ଥିଲା । ଯେତେବେଳେ ଜୈନ ଗିରଫ ହୋଇଥିଲେ । ହେଲେ ଏବେବି ଲୋକେ ତାଙ୍କ ଉପରେ ବିଶ୍ୱାସ କରୁଛନ୍ତି । କହୁଛନ୍ତି ସେ ସଚ୍ଚୋଟ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri