ଭାଜପା କୃଷକ ମୋର୍ଚ୍ଚାର ନୂଆ ଜିଲା ପ୍ରଭାରୀ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ କୃଷକ ମୋର୍ଚ୍ଚା ଜିଲା ପ୍ରଭାରୀଙ୍କ ନାମ ଘୋଷଣା କରାଯାଇଛି। ଏନେଇ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ସୂନା ପ୍ରଦାନ କରିଛନ୍ତି। ଅନୁଗୋଳ ଜିଲା ପାଇଁ ରାମଚନ୍ଦ୍ର ପାତ୍ର, ବାଲେଶ୍ୱର ଜିଲା ପାଇଁ ସରୋଜ ମଲ୍ଲିକ, ବରଗଡ ପାଇଁ ମନୋରଞ୍ଜନ ଦାସଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ଭଦ୍ରକ ଜିଲା ପାଇଁ ଶ୍ରୀଧର ସାହୁ ଓ ବଲାଙ୍ଗୀର ପାଇଁ ବିଶ୍ୱଜିତ୍‌ ସ୍ବାଇଁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ବୌଦ୍ଧ ପାଇଁ ଚନ୍ଦ୍ରଶେଖର ପଣ୍ଡା, କଟକ ସହର ପାଇଁ ପ୍ରଶାନ୍ତ ଗନ୍ଥିଆ, କଟକ ସଦର ପାଇଁ ଶ୍ରୀରଞ୍ଜନ ମଙ୍ଗରାଜ, ଦେବଗଡ଼ ପାଇଁ କିଶୋର ସୂତାର, ଢେଙ୍କାନାଳ ପାଇଁ ହୃଷୀକେଶ ଜେନା, ଗଜପତି ପାଇଁ ଭଗବାନ ପଣ୍ଡା, ଗଞ୍ଜାମ ପାଇଁ ପ୍ରଦୀପ ସାହୁ, ଘୁମୁସର ପାଇଁ ରାଜେଶ କୁମାର ସାହୁ, ଜଗତ୍‌ସିଂହପୁର ପାଇଁ ଦୁର୍ଯ୍ୟୋଧନ ସାହୁ, ଯାଜପୁର ପାଇଁ ତୁଷାର ଚକ୍ରବର୍ତ୍ତୀ, ଝାରସୁଗୁଡା ପାଇଁ ଉପାଧ୍ୟାୟ ପାଣିଗ୍ରାହୀ, କଳାହାଣ୍ଡି ଲକ୍ଷ୍ମଣ ବାଗ୍‌ ଯାଦବ ଓ କନ୍ଧମାଳ ପାଇଁ ସୁନୀଲ ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। କେନ୍ଦ୍ରାପଡା ପାଇଁ ସତ୍ୟବାଦୀ ଚଇନି, କେନ୍ଦୁଝର ପାଇଁ ତ୍ରିପୁରା ଦେହୁରୀ, ଖୋର୍ଦ୍ଧା ପାଇଁ ହିତେଶ୍‌ ମହାପାତ୍ର, କୋରାପୁଟ ପାଇଁ ଶ୍ରୀକାନ୍ତ ହୋତା, ମାଲକାନଗିରି ପାଇଁ ବିପଦ ଭଞ୍ଜନ ଦାସ, ମୟୂରଭଞ୍ଜ (ରାଇରଙ୍ଗପୁର ଓ ବାରିପଦା) ପାଇଁ ରାଧାକାନ୍ତ ମହନ୍ତ, ନବରଙ୍ଗପୁର ପାଇଁ ଦେବ ପ୍ରସାଦ ସିଂହଦେଓ, ନୟାଗଡ ପାଇଁ କାମାକ୍ଷା ପ୍ରସାଦ ପ୍ରଧାନ, ନୂଆପଡା ପାଇଁ ଗୋବର୍ଦ୍ଧନ ଅଗ୍ରୱାଲ୍‌, ପୁରୀ ପାଇଁ ସନ୍ତୋଷ ପ୍ରଧାନ, ସମ୍ବଲପୁର ପାଇଁ କୈଳାସ ଚନ୍ଦ୍ର ରଥ, ସୁବର୍ଣ୍ଣପୁର ପାଇଁ ସୂର୍ଯ୍ୟ ନାରାୟଣ ମହାପାତ୍ର, ସୁନ୍ଦରଗଡ ଜିଲା ପାଇଁ ଶ୍ରୀକୃଷ୍ଣ ପରିଡା, ସୁନ୍ଦରଗଡ (ବଣାଇ) ପାଇଁ କୈଳାସ ଚନ୍ଦ୍ର ରାଉତ ଓ ସୁନ୍ଦରଗଡ (ପାନପୋଷ) ପାଇଁ ପ୍ରଦୀପ କୁମାର ମହନ୍ତଙ୍କ ନାମକୁ କୃଷକ ମୋର୍ଚ୍ଚା ଜିଲା ପ୍ରଭାରୀ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri