Posted inଜାତୀୟ

ଭାଜପା-ଜେଡିୟୁ ମଧ୍ୟରେ ଫାଟ: ଭବିଷ୍ୟତରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି

ପାଟନା, ୨।୬:କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର ଫଳସ୍ବରୂପ ଆଗାମୀ ଦିନରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି କହିଛନ୍ତି ଜେଡିୟୁ ମୁଖପାତ୍ର କେ.ସି ତ୍ୟାଗୀ। ସୂଚନାଯୋଗ୍ୟ, ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୮ ଜଣ ଦଳୀୟ ବିଧାୟକଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ଜେଡିୟୁ ବିଧାୟକଙ୍କୁ ଛାଡ଼ିଦେଲେ ମେଣ୍ଟ ସରକାରରେ ସାମିଲ ଥିବା ଭାଜପା ଓ ଲୋକ ଜନଶକ୍ତି ପାର୍ଟିର ବିଧାୟକ ଏହି ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ ନାହାନ୍ତି। ବିହାର ଉପମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ ମୋଦି। ସେ କହିଛନ୍ତି,ଦୁଇ ଦଳ ମଧ୍ୟରେ ବୁଝାମଣା ଠିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri