Posted inଜାତୀୟ

ଭାଜପା ନେତାଙ୍କ ନାଁରେ ମାମଲା ରୁଜୁ

ଇନ୍ଦୋର,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କୈଳାସ ବିଜୟଭର୍ଗିୟଙ୍କ ସମେତ ୩୫୦ ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ସୟୋଗୀତାଗଞ୍ଜ ପୋଲିସ ଷ୍ଟେଶନରେ ଏମାନଙ୍କ ନାଁରେ ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଡିଭିଜନାଲ କମିଶନର ଆକାଶ ତ୍ରିପାଠୀଙ୍କ ଘର ସାମ୍ନାରେ ଏମାନେ ବିରୋଧ ପ୍ରଦର୍ଶନ କରିଥିବା ଅଭିଯୋଗ ରହିଛି। ଏହାକୁ ନେଇ କଂଗ୍ରେସ କହିଛି ବିଜୟଭର୍ଗିୟ ରାଜ୍ୟରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛନ୍ତି। ଏହାପରେ ବି କଂଗ୍ରେସ କର୍ମୀମାନେ ଶନିବାର ଇନ୍ଦୋରରେ ଦିଆସିଲି ବାଣ୍ଟିଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଏହି ଦିଆସିଲିରେ ବିଜୟଭର୍ଗିୟଙ୍କ ଫଟୋ ଲାଗିଥିବା ଓ ଏହା ସହରର ନିଆଁ ଲଗାଇବା କାମରେ ଲାଗିବ ବୋଲି କୁହାଯାଇଛି। ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?