ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ପରାମର୍ଶରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବାମପଦାରେ ଥିବା କୁଷ୍ଠାଶ୍ରମରେ ଶୁଖିଲା ଖାଦ୍ୟ ଅନ୍ତେବାସୀଙ୍କୁ ଯୋଗାଇ ଦିଆଯାଇଛି। ଏହି ସେବା କାର୍ଯ୍ୟରେ ଜିଲା ଅନ୍ନଦାନ ଯୋଜନାର ସଂଯୋଜକ ଚନ୍ଦ୍ରଶେଖର ନନ୍ଦ, ଯୁବ ସଙ୍ଗଠକ ଶ୍ରୀନିବାସ ପ୍ରଧାନ, ଯୁବନେତା ରଞ୍ଜିତ ପ୍ରଧାନ, ପିଣ୍ଟୁ ପୋଦ୍ଦାର, ପିଣ୍ଟୁ ପଣ୍ଡା, ବିନୟ ମହାରଣା, ପ୍ରହ୍ଲାଦ ଦାସ, ସରୋଜ ହାଜରା ସହ ୩୯ନଂ. ଜିଲାପରିଷଦ ସଭ୍ୟ ବିପିନ ମାରାଣ୍ଡି ଉପସ୍ଥିତ ଥିଲେ। ବାଲେଶ୍ୱର ମ୍ୟୁନିସିପାଲିଟି ଓ ସଂଲଗ୍ନ ଅଞ୍ଚଳରେ ରହୁଥିବା ଅସହାୟ ପରିବାର ଓ ଦରିଦ୍ର ନାରାୟଣଙ୍କୁ ପ୍ରତିଦିନ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri