ଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତ

ଦେବଗଡ଼,୩୦।୮(ଡି.ଏନ୍‌.ଏ.) : ଦେବଗଡ଼ ସହର ଦେଇଯାଇଥିବା ୪୯ ନଂ. ଜାତୀୟ ରାଜପଥ ଶୋଚନୀୟ ହୋଇପଡ଼ିଥିବାରୁ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ ପ୍ରଶାସନଙ୍କୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ତେଣୁ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରହୀଙ୍କ ନେତୃତ୍ୱରେ ଶୁକ୍ରବାର ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାତୀୟ ରାଜପଥ ଅବରୋଧ କରାଯାଇଛି। ମୁଖ୍ୟ ଟ୍ରାଫିକ ଛକରେ ଭାଜପା ନେତା ଓ କର୍ମୀମାନେ ବିଭିନ୍ନ ନାରାବାଜି ଦେଇ ଏହି ଅବରୋଧ କରିଛନ୍ତି। ଫଳରେ ଯାନନାହନ ଚଳାଚଳ ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?