Posted inଜାତୀୟ

ଭାଜପା ବିଧାୟକ କହିଲେ, ପ୍ରଜ୍ଞାଙ୍କୁ ସଲାମ, ଗଡ୍‌ସେ ହେଉଛନ୍ତି ଅସଲ ଦେଶଭକ୍ତ

ଗୁଆହାଟୀ,୨୯।୧୧: ଭାଜପା ଏମ୍‌ପି ସ୍ବାଧୀ ପ୍ରଜ୍ଞା ଠାକୁର ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଦେଶଭକ୍ତ କହିଛନ୍ତି। ଆସାମର ଭାଜପା ବିଧାୟକ ଶିଲାଦିତ୍ୟ ଦେବ ପ୍ରଜ୍ଞାଙ୍କୁ ସପକ୍ଷରେ ମତ ଦେଇ ଗଡ୍‌ସେଙ୍କ ଅସଲ ଦେଶଭକ୍ତ ଆଖ୍ୟା ଦେଇଛନ୍ତି। ସେ ପ୍ରଜ୍ଞା ଠାକୁରଙ୍କୁ ସଲାମ କରୁଛି, ଦେଶରେ ତାଙ୍କ ଭଳି ସତ କହିବା ଲୋକ ଖୁବ୍‌ କମ୍‌ ଅଛନ୍ତି। ମହାତ୍ମା ଗାନ୍ଧୀ ହିନ୍ଦୁଙ୍କ ପାଇଁ ଯାହା କରିଛନ୍ତି ତାହା ଠିକ୍‌ ନୁହେଁ। ତେଣୁ ଜଣେ ବ୍ୟକ୍ତି ଏହାର ବିରୋଧ କରିବା ସ୍ବାଭାବିକ। ଗଡ୍‌ସେ ଆକ୍ରମକ ଧରଣର ବ୍ୟକ୍ତି ଥିଲେ। ତେଣୁ  ଏହାକୁ ସହି ନ ପାରି ଗଡ୍‌ସେ ଏଭଳି ପଦକ୍ଷେପ ନେଇଥାଇପାରନ୍ତି ବୋଲି ଶିଲାଦିତ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଲୋକ ସଭାରେ ଗଡ୍‌ସେଙ୍କୁ ଦେଶଭକ୍ତ କହି ବିବାଦ ଘେରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?