Posted inଜାତୀୟ

ଭାଜପା ଭାଙ୍ଗିଲା ନିଜ ୨୦୧୪ ରେକର୍ଡ: ଦ୍ୱିତୀୟ ଇନିଂସ୍‌ ପାଇଁ ମୋଦି ସଜବାଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନିଜର ୨୦୧୪ ଲୋକ ସଭା ନିର୍ବାଚନ ରେକର୍ଡକୁ ଭାଙ୍ଗିଛି। ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ ପାଇଁ ପଥ ପରିଷ୍କାର ହୋଇଛି। ଦେଶର ବିଭିନ୍ନ ଭାଜପା କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଉଥିବାବେଳେ ମୋଦିଙ୍କ ରାଜତିଳକ ଲାଗି ସଜବାଜ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri