Posted inଜାତୀୟ

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ ଷ୍ଟିଲ ଜଗ୍‌ ଓ ପେପର କପ୍‌ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ ପାଇଁ କିଛି ସ୍ଥାନରେ ସ୍ବତନ୍ତ୍ର ପାଣି ମେଶିନ୍‌ର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ, ରବିବାର ଦଳ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ବେଳେ ସାପ୍ତାହିକ ଛୁଟି ରହିଥିବାରୁ ଏହି ନିୟମ ସୋମବାରଠାରୁ ଲାଗୁ କରାଯାଇଛି। ସମଗ୍ର ଦେଶରେ ଗୋଟିଏ ଥର ବ୍ୟବହୃତ ହେଉଥିବା ପ୍ଲାଷ୍ଟିକର ବ୍ୟବହାରକୁ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଜନା କରୁଥିବା ନେଇ ଦଳର ରାଷ୍ଟ୍ରିୟ ପ୍ରବକ୍ତା ବିଜୟ ସୋନକର ଶାସ୍ତ୍ରୀ କହିଛନ୍ତି। ଏଥିସହ ରାଷ୍ଟ୍ରୀୟ ସ୍ତରରେ ଏହାକୁ ଲାଗୁ କରିବା ପାଇଁ ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ ତଥା ଅକ୍ଟୋବର ୨ରୁ ଆରମ୍ଭ କରାଯିବାକୁ ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri