ଭାଟିକାନ୍‌ ସିଟିରେ ବିଜୁଳି ସମସ୍ୟା, ଲିଫ୍ଟରେ ଫଶିଗଲେ ପୋପ୍‌ ଫ୍ରାନ୍‌ସିସ୍‌

ଭାଟିକାନ୍‌ ସିଟି,୧।୯: ଭାଟିକାନ୍‌ ସିଟିରେ ଏବେ ବିଜୁଳି ସମସ୍ୟା ଦେଖାଦେଇଛି। ରବିବାର ବିଜୁଳି ହଠାତ୍‌ ଚାଲଯିବାରୁ ଫଶିଯାଇଛନ୍ତି ପୋପ୍‌ ଫ୍ରାନସିସ୍‌୍‌। ଫଳରେ ଦମକଳ ବାହିନୀର ଏକ ଟିମ୍‌ ୨୫ମିନିଟ୍‌ ପରେ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ। ସୂଚନାଯୋଗ୍ୟ, ପୋପ୍‌ ଫ୍ରାନ୍‌ସିସ୍‌ ସେଣ୍ଟ୍‌ ପିଟର୍ସ ସ୍କୋୟାରରେ ଆୟୋଜିତ ଏକ ସାପ୍ତାହିକ ସଭାରେ ଯୋଗଦେବା ପାଇଁ ଯାଉଥିବା ସମୟରେ ଏଭଳି ଘଟଣା ଘଟିଥିଲା। ୧୦ ମିନିଟ୍‌ ବିଳମ୍ବରେ ପହଞ୍ଚିଥିବାରୁ ସଭାସ୍ଥଳରେ ଉପସ୍ଥିତ ଜନତାଙ୍କୁ କ୍ଷମା ପ୍ରାର୍ଥନା କରିଥିଲେ। ଏହାସହ ସେ ଦମକଳ ବାହିନୀ କର୍ମଚାରୀଙ୍କୁ ଧନ୍ୟବାଦ ଦେବାକୁ ଭୁଲି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri