ଭାପୁର ଅଞ୍ଚଳରେ ଝାଡ଼ାବାନ୍ତି :୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଭାପୁର/ଖଣ୍ଡପଡା,୧୬ା୬(ଡି.ଏନ.ଏ./ସ୍ବ.ପ୍ର.)-ନୟାଗଡ ଜିଲା ଭାପୁର ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି ।  ଏହି ରୋଗରେ ୧୦ ଗାଁର ପ୍ରାୟ ୨୫ରୁ ଊର୍ଦ୍ଧ୍ୱଲୋକ ଆକ୍ରାନ୍ତ ହୋଇ ଏବେ ଭାପୁର ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଯୋଗୁ ଏଥିରେ ଅଧିକରୁ ଅଧିକ ଲୋକ ଆକ୍ରାନ୍ତ ହେଉଥିବା ଜଣାପଡିଛି ।  ଝାଡାବାନ୍ତିରେ ଭାପୁର ପଞ୍ଚାୟତ ଭାପୁର ଗ୍ରାମର ରମେଶ ଚନ୍ଦ୍ର ବରାଡ(୪୦), ବଡସହରା ପଞ୍ଚାୟତ ନାକଡେଇଁ ଗ୍ରାମର ବାନାମ୍ବର ସାହୁ(୪୪), ମଲ୍ଲିକା ପରିଡା(୬୫), ବିଜିପୁର ପଞ୍ଚାୟତ ମାଳିବେରେଣୀ ଗ୍ରାମର ଚଞ୍ଚଳା ପରିଡା(୬୩), ଅନସୂୟା ପୃଷ୍ଟି(୪୧), ନିମାଣି ପଞ୍ଚାୟତ ନିମାଣି ଗ୍ରାମର ଅହଲ୍ୟା ବେହେରା(୫୦), ଶାଳପଡାଗ୍ରାମର ଅନ୍ନପୂର୍ଣ୍ଣା ପରିଡା(୮୦), ଜହରକୋଟ ଗ୍ରାମର କଇଁଥ ପ୍ରଧାନ(୭୮), ତରବାଲୋ ଗ୍ରାମର ସଂଯୁକ୍ତା ମେକାପ, ମାଳିବେରେଣୀ ଗ୍ରାମର ସିଦ୍ଧାନ୍ତ ପରିଡାଙ୍କ ସମେତ ବହୁ ବ୍ୟକ୍ତି ଆକ୍ରାନ୍ତ ହୋଇ ଭାପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ା କେତେଜଣ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ଆଉ କେତେକଙ୍କୁ ଖୋର୍ଦ୍ଧା ଓ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିବା ଜଣାପଡିଛି। ଏତେ ସଂଖ୍ୟକ ରୋଗୀ ଏକକାଳୀନ ଡ଼ାକ୍ତରଖାନାରେ ଭର୍ତ୍ତି ହେଉଥିବା ବେଳେ ଡାକ୍ତରଖାନାରେ ଶଯ୍ୟା ନ ଥିବାରୁ ତଳେ ଶୋଇବାକୁ ପଡୁଛି ।ଏ ନେଇ ଭାପୁର ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟାଧିକାରୀଙ୍କୁ ପଚାରିବାରେ ଅତ୍ୟଧିକ ଖରା ଓ ଗୁଳୁଗୁଳି ଯୋଗୁ ଝାଡାବାନ୍ତି ବ୍ୟାପୁଥିବା କହିଥିବା ବେଳେ ଏହାର ପ୍ରତିକାର ପାଇଁ ବିଭାଗୀୟ କର୍ମଚାରୀମାନେ ଚେଷ୍ଟା ଚଳାଇଥିବା ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri