Posted inଫୁରସତ

ଭାବନାକୁ ଟାଇପ୍‌ କରିବ ଫେସ୍‌ବୁକ ଏଆର୍‌ ଡିଭାଇସ୍‌

ସାନ୍‌ଫ୍ରନସିସ୍କୋ:ଫେସ୍‌ବୁକ ଏକ ବ୍ରେନ୍‌ କମ୍ପ୍ୟୁଟର ଆଗ୍ୟୁମେଣ୍ଟେଡ ରିୟଲିଟି(ଏଆର) ଇଣ୍ଟରଫେସ ଡିଭାଇସ ବିକାଶ କରୁଛି ଯାହା ଆପଣଙ୍କ ଭାବନାକୁ ଟାଇପ କରିପାରିବ। ୨୦୧୮ରେ କମ୍ପାନୀ ତା’ର ବ୍ରେନ୍‌ କମ୍ପ୍ୟୁଟର ଇଣ୍ଟରଫରେନ୍ସ ପ୍ରୋଗ୍ରୋମରେ ଏଭଳି ଡିଭାଇସ ବିକାଶ କରିବାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଏହାାକୁ ପୂର୍ଣ୍ଣାଙ୍ଗ ସ୍ତରରେ ପହଞ୍ଚାଇବା ପାଇଁ ଫେସବୁକ ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ଗବେଷକମାନଙ୍କୁ ସହଯୋଗ କରୁଛି। ନ୍ୟୁରୋଲୋଜି ସମସ୍ୟା ଯୋଗୁ ବାକଶକ୍ତି ହରାଇଥିବା ବ୍ୟକ୍ତିଙ୍କୁ ପୁଣି କହିବା ପାଇଁ ପ୍ରୟାସ ଜାରି ରଖିଥିବା ଗବେଷକମାନେ ଏହିି ଡିଭାଇସ୍‌ ମାଧ୍ୟମରେ ପୀଡିତଙ୍କ ଭାବନାର ଅଳ୍ପ କିଛି ଶବ୍ଦକୁ ଟାଇପ କରିପାରିଛନ୍ତି। ସେମାନଙ୍କ ପୂରା ଭାବନାକୁ ନିର୍ଭୁଲ ଭାବରେ ଟାଇପ କରିବା ପାଇଁ ଅଧିକ ଅନୁଧ୍ୟାନ ଆବଶ୍ୟକ ବୋଲି ଗବେଷକମାନେ କହିଛନ୍ତି। ଏହି ଡିଭାଇସ ଏକ ମିନିଟରେ୧୦୦ ଶବ୍ଦ ଟାଇପ କରି ୧ହଜାର ଶବ୍ଦ ଟାଇପ କରିବାର କ୍ଷମତା ରଖିପାରିବ। ଟାଇପ୍‌ରେ ଭୁଲର ହାର୧୭ ପ୍ରତିଶତରୁ କମ୍‌ ବି ରହିବ। ଫେସବୁକ ମଧ୍ୟ ଏହା ପୂର୍ବରୁ ଏଲନ ମସ୍କଙ୍କ ନ୍ୟୁରୋଲିଙ୍କ୍‌ ଷ୍ଟାର୍ଟଅପ୍‌ ସହ କାର୍ଯ୍ୟ କରି ଏକ ଟିନି ବ୍ରେନ୍‌( ଚିପ୍‌ ସହ ଥ୍ରେଡ୍‌) ବିକାଶ କରିଛି ଯାହା ଏବେ ବ୍ୟବହାର କରାଯାଇଥିବା ବ୍ରେନ ମେଶିିନ ଇଣ୍ଟରଫେସ ବଦଳରେ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri