ଭାବି ଶାଶୁଙ୍କ ସହ ଡିନର ଡେଟ୍‌ରେ ଗଲେ ଆଲିଆ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ନାୟକ ରଣବୀର କପୁରଙ୍କ ରିଲେସନଶିପକୁ ନେଇ କିଛି ଦିନ ହେବ ଚର୍ଚ୍ଚା ଚାଲିଛି। ଏମାନେ ବି ନିଜ ପର୍ସନାଲ ଟାଇମ ସ୍ପେଣ୍ଡ କରିବାକୁ ଆଦୌ ଭୁଲୁ ନ ଥିବା ଦେଖାଯାଉଛି। ହେଲେ ନିକଟରେ ଏମାନେ ରେସ୍ତୋରାଁରେ ବସିଥିବାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ କେବଳ ଏହି ଲଭ ବାର୍ଡ ନାହାଁନ୍ତି ବରଂ ଆଲିଆଙ୍କ ଭାବି ଶାଶୁ ବୋଲି କୁହାଯାଉଥିବା ଅର୍ଥାତ୍‌ ରଣବୀରଙ୍କ ମା’ ନିତୁ ସିଂ ନଜର ଆସିଛନ୍ତି। ସମସ୍ତେ ଖୁବ୍‌ ଖୁସି ଜଣାପଡୁଛନ୍ତି। କିଛିଦିନ ହେବ ଏମାନଙ୍କ ରିଲେସନଶିପ ସହ ଉଭୟ ପରିବାର ମଧ୍ୟ ନିକଟତର ହେଉଥିବା ଲକ୍ଷ୍ୟ କରାଯାଇଛି। କିଛିଦିନ ତଳେ ଏମାନେ ଦୁହେଁ ଲଣ୍ଡନ ଛୁଟି କାଟିବାକୁ ଯାଇଥିବା ଦେଖିବାକୁ ମିଳିଥିଲା। ଆଉ ସେଠାରେ ଆଲିଆଙ୍କ ଭଉଣୀ ଏମାନଙ୍କ ସହ ଯୋଗ ଦେଇଥିଲେ। ସେମିତି ରଣବୀରଙ୍କ ପିତା ରିଷି କପୁର ବିଦେଶରେ ଚିକିତ୍ସିତ ହେଉଥିବା ସମୟରେ ଆଲିଆ ମଧ୍ୟ ସେଠାକୁ ଯିବା ଓ ରଣବୀରଙ୍କ ସହ ମିଶି ଶପିଂ କରୁଥିବା ଘଟଣା ଚର୍ଚ୍ଚାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri