ଭାରତକୁ ଯୁଦ୍ଧ ଧମକ ଦେଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧରେ ପୁଣି ସ୍ବର ଉଠାଇଛନ୍ତି। ଏଥର ସେ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଶୁକ୍ରବାର ସେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜଫରାବାଦରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ପୁଣିଥରେ ଭାରତ ବିରୋଧରେ ଲୋକଙ୍କୁ ଉସକାଇଛନ୍ତି। ସେ କହିଛନ୍ତି ଭାରତ ଯାହା କରୁଛି ତାହା କେବଳ ଲୋକଙ୍କୁ ବିପଦ ଭିତରକୁ ଠେଲି ଦେବା ଭଳି କାମ କରୁଛି। ବନ୍ଧୁକ ଉଠାଇବାକୁ ସେ ବାଧ୍ୟ କରୁଛି। ତେଣୁ ଏବେ ଯଦି ଭାରତ କୌଣସି ପଦକ୍ଷେପ ନିଏ ତେବେ ଯୁଦ୍ଧ ହେବ ବୋଲି ସେ ଧମକ ଦେଇଛନ୍ତି। ସେ ଉକ୍ତ ରାଲିରେ ଲୋକଙ୍କୁ କହିଛନ୍ତି ଯେବେ ମୁଁ କହିବି ତେବେ ତୁମେମାନେ କଶ୍ମୀରରେ ପ୍ରବେଶ କରିବ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ଇମ୍ରାନ ସର୍ବଦା ଲୋକଙ୍କୁ ଭାରତ ବିରୋଧରେ କାର୍ଯ୍ୟ କରିବାକୁ ଉସକାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri