ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ ୧୨ ହଜାର: ପ୍ରତି ୨ ଦିନରେ ୧୦ ହଜାରରୁ ଅଧିକ ନୂଆ ସଂକ୍ରମଣ

ନୂଆଦିଲ୍ଲୀ,୨୧।୫: ଭାରତରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୪୪୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩ ହଜାର ୪୩୮ ଛୁଇଁଛି। ଅପରପକ୍ଷରେ ୪୫ ହଜାର ୪୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରତି ୨ ଦିନରେ ଏବେ ୧୦ ହଜାରରୁ ଅଧିକ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ମେ ୧୫ରେ ସଂକ୍ରମିତଙ୍କ ସଂଖ୍ୟା ୮୫ ହଜାର ୮୫୫ ଥିଲା। ମେ ୧୭ରେ ଏହା ୯୫ ହଜାର ୬୯୮ ହୋଇଥିଲା। ମେ ୧୯ରେ ଏହା ଲକ୍ଷେ ୬ ହଜାର ୪୮୦ ଛୁଇଁଥିଲା। ସେହିପରି ପ୍ରତିଦିନ ସୁସ୍ଥ ହେଉଥିବା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ଅଢ଼େଇ ହଜାରରୁ ଅଧିକ ରହିଛି। ଗତ ୭ ଦିନରେ ୧୯ ହଜାର ସଂକ୍ରମିତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri