ଭାରତରେ ଜୁନ୍‌-ଜୁଲାଇରେ ବଢ଼ିବ କରୋନା ସଂକ୍ରମିତଙ୍କ ସଂଖ୍ୟା: ଏମ୍ସ୍‌

ନୂଆଦିଲ୍ଲୀ,୭।୫: ଭାରତରେ ପ୍ରତିଦିନ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଜୁନ୍‌ ଏବଂ ଜୁଲାଇ ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସୁଫଳ ମିଳିଛି। ଫଳରେ ଦେଶରେ ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ଅନ୍ୟ ତୁଳନାରେ ଯଥେଷ୍ଟ କମ୍‌ ରହିଛି। ତେବେ କେତେ ଦିନ ପର୍ଯ୍ୟନ୍ତ ସଂକ୍ରମଣ ଜାରି ରହିବ ଏବଂ ଲଢ଼େଇ କେତେ ଲମ୍ବା ହେବ ତାହା ଆକଳନ କରିହେବ ନାହିଁ ବୋଲି ସେ କହିଛନ୍ତି। ସେହିପରି ଶୀତଦିନେ ମଧ୍ୟ ଦେଶରେ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ଏମ୍ସ୍‌ ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ ସତର୍କ ସୂଚନା ଦେଇଛନ୍ତି। ଜୁନ୍‌ କିମ୍ବା ଜୁଲାଇରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାପରେ ଧୀରେଧୀରେ ସଂକ୍ରମଣ କମିବାର ଅନୁମାନ କରାଯାଉଥିବା ସେ କହିଛନ୍ତି। ଯୋଜନାବଦ୍ଧ ଭାବେ ଏକଜୁଟ ହୋଇ କରୋନା ବିରୋଧରେ ଲଢ଼େଇ ଜାରି ରଖିବା ଆବଶ୍ୟକ ବୋଲି ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri