ଭାରତରେ ଟିକ୍‌ଟକ୍‌ ଆପ ବ୍ୟାନ୍‌

ନୂଆଦିଲ୍ଲୀ,୨୯ା୬- ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଆପ୍‌ଗୁଡ଼ିକରେ ଗୋପନୀୟତା ସମେତ ଅନ୍ୟାନ୍ୟ ତଥ୍ୟ ଅନ୍ୟତ୍ର ସ୍ଥାନାନ୍ତର ହେଉଥିବା ଅଭିଯୋଗ ହୋଇଥିଲା। ଚାଇନା ଓ ଆମେରିକା ପରେ ଭାରତରେ ଟିକ୍‌ଟକ୍‌ର ସର୍ବାଧିକ ବ୍ୟବହାରକାରୀ ଅଛନ୍ତି। ଟିକ୍‌ଟକ୍‌ର ମୋଟ ବ୍ୟବହାରକାରୀଙ୍କ ସଂଖ୍ୟା ୨୦୦ କୋଟି ଟପିଥିବାବେଳେ ଭାରତରେ ୬୧.୧ କୋଟି ୟୁଜର ଥିବା ଜଣାପଡ଼ିଛି। ଟିକ୍‌ଟକ ବ୍ୟତୀତ ଅନ୍ୟ ଯେଉଁ ଚାଇନା ଆପ୍‌ ବ୍ୟାନ ହୋଇଛି, ସେଗୁଡ଼ିକ ହେଲା ଶେୟାର୍‌ଇଟ, ଜେଣ୍ଡର, କଓ୍ବୋଇ, ୟୁସି ବ୍ରାଉଜର, ଶିନ୍‌, କ୍ଲାସ୍‌ ଅଫ୍‌ କିଙ୍ଗ୍‌ସ, ଡିୟୁ ବ୍ୟାଟେରୀ ସେଭର, ହେଲୋ, ଲାଇକି, ୟୁକ୍ୟାମ୍‌ ମେକ୍‌ଅପ୍‌, ମି କମ୍ୟୁନିଟି, ସିଏମ୍‌ ବ୍ରାଉଜର୍ସ, ଭାଇରସ କ୍ଲିନର, କ୍ଲବ୍‌ ଫ୍ୟାକ୍ଟ୍ରି, ନ୍ୟୁଜ୍‌ଡଗ୍‌, ବିଉଟି ପ୍ଲସ୍‌, ଓ୍ବି ଚାଟ୍‌, ୟୁସି ନ୍ୟୁଜ, କ୍ୟୁକ୍ୟୁ ମେଲ୍‌, ଓ୍ବିବୋ, ବିଗୋ ଲାଇଭ, ସେଲ୍‌ଫିସିଟି, ମେଲ୍‌ ମାଷ୍ଟର, ପାରାଲାଲ୍‌ ସ୍ପେସ୍‌, ଭିଗୋ ଭିଡିଓ ପ୍ରମୁଖ। ତେବେ ଅନ୍ୟତମ ଲୋକପ୍ରିୟ ଚାଇନା ଆପ୍‌ ପବ୍‌ଜିକୁ ନିଷିଦ୍ଧ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri