ଭାରତରେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର: ଆତଙ୍କବାଦୀ ସଂଗଠନ ସହିତ ଆଇଏସ୍‌ଆଇର ଗୁପ୍ତ ବୈଠକ

ଇସଲାମାବାଦ୍‌,୧୦।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିବା ସହିତ ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚୁଛି। ଏନେଇ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଇସଲାମାବାଦ୍‌ରେ ଆତଙ୍କବାଦୀ ସଂଗଠନଗୁଡ଼ିକ ସହିତ ଗୁପ୍ତ ବୈଠକ କରିଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଆଇଏସ୍‌ଆଇ ଜୈଶ୍‌-ଇ-ମହମ୍ମଦ୍‌, ଲଶ୍କର-ଇ-ତୋଏବା, ହିଜବୁଲ୍‌ ମୁଜାହିଦ୍ଦିନ୍‌, ଖଲିସ୍ତାନୀ ଜିନ୍ଦାବାଦ୍‌ ଫୋର୍ସ ସହିତ ଗୁପ୍ତ ମନ୍ତ୍ରଣା କରିଛି। ଜମ୍ମୁ-କଶ୍ମୀର ସମେତ ଭାରତର ବିଭିନ୍ନ ଅଞ୍ଚଳରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ ହୋଇଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri