Posted inଜାତୀୟ

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ୍‌)ପକ୍ଷରୁ ପ୍ରାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ଠାରୁ ଏଲ୍‌ ନିନୋ ପ୍ରଭାବ ବୃଦ୍ଧି ପାଇବା ଆରମ୍ଭ କରିବ। ଏହାଦ୍ୱାରା ମୃତ୍ତିକାର ଆଦ୍ରତା କମିଯିବ। ଫଳରେ ଚାଷ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିବ। ଏହାଦ୍ୱାରା ଦକ୍ଷିଣ ଭାରତ ତଥା ଉପକୂଳ ଅଞ୍ଚଳ ଅଧିକ ପ୍ରଭାବିତ ହେବ। ଫ୍ୟୁଚର ପ୍ରୋଜେକସନ୍‌ ଅଫ୍‌ ହିଟ୍‌ ଓ୍ବେଭ୍‌ ଓଭର ଇଣ୍ଡିଆ ଫ୍ରମ୍‌ ସିଏମ୍‌ଆଇପି ୫ ମଡ୍ୟୁଲସ୍‌ ଶୀର୍ଷକ ଏହି ରିପୋର୍ଟ ଅନ୍ତର୍ଜାତୀୟ ପତ୍ରିକା କ୍ଲାଇମେଟ୍‌ ଡାଇନାମିକ୍ସ୍‌ରେ ପ୍ରକାଶ ପାଇଛି। ଏହିି ରିପୋର୍ଟରେ ୧୯୫୧ଠାରୁ ୨୦୦୫ ମଧ୍ୟରେ ହୋଇଥିବା ୫୪ଟି ଗ୍ରୀଷ୍ମ ପ୍ରବାହ ଘଟଣା ଉପରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri