ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ

ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟ ରହିଛି। ମାତ୍ର ୨୦ ପ୍ରତିଶତ ସଂକ୍ରମିତଙ୍କ କ୍ଷେତ୍ରରେ ଗୁରୁତର ଲକ୍ଷଣ ଚିହ୍ନଟ କରାଯାଉଛି। ସେଥିମଧ୍ୟରୁ ୧୫ ପ୍ରତିଶତଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଉଛ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୮ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୧୬୭୧ ଜଣଙ୍କ ସ୍ଥିତି ସାମାନ୍ୟ ନାହିଁ। ସେମାନଙ୍କ ପାଇଁ କୋଭିଡ୍‌ ହସ୍ପିଟାଲରେ ୧୬୭୧ ଶଯ୍ୟାର ଆବଶ୍ୟକତା ରହିଛି। ମାତ୍ର ଏପରିସ୍ଥଳେ ଭାରତରେ ୧ ଲକ୍ଷ ୫ ହଜାର ୬୦୦ରୁ ଅଧିକ ଶଯ୍ୟା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri