ଭାରତର ଅଭିବୃଦ୍ଧି କମାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯-୩: ଗ୍ଲୋବାଲ ରେଟିଂ ଏଜେନ୍ସି ଷ୍ଟାଣ୍ଡାର୍ଡ ଆଣ୍ଡ ପୁଅର୍ସ (ଏସ୍‌ ଆଣ୍ଡ ପି) ବୁଧବାର ଭାରତରେ ବିକାଶ ଅନୁମାନକୁ ୨୦୨୦ ଲାଗି ୫.୨%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯୋଗୁ ବିଶ୍ୱ ଅର୍ଥନୀତି ବର୍ତ୍ତମାନ ମାନ୍ଦାବସ୍ଥା ଆଡକୁ ଯାଉଥିବାରୁ ଏସ୍‌ ଆଣ୍ଡ ପି ଏଭଳି ଆକଳନ କରିଛି। ୨୦୨୦ କ୍ୟାଲେଣ୍ଡର ବର୍ଷରେ ଭାରତର ବିକାଶ ହାର ୫.୭% ରହିବ ବୋଲି ପୂର୍ବରୁ ଏହି ଏଜେନ୍ସି ପୂର୍ବାନୁମାନ କରିଥିଲା। ଏହି ସମୟରେ ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଅଭିବୃଦ୍ଧି ୩%ରୁ କମ୍‌ ରହିବ ବୋଲି ଏହା ରିପୋର୍ଟରେ ଉଲ୍ଲେଖ କରିଛି। ଭାଇରସ ବ୍ୟାପିବା ଯୋଗୁ ୪୦୦ ବିଲିୟନ ଡଲାରରୁ ଉର୍ଦ୍ଧ୍ୱ ସ୍ଥାୟୀ ଆୟ କ୍ଷତି ହେବାର ଆଶଙ୍କା କରାଯାଇଛି। ଏହି ସମୟରେ ଚାଇନାର ବିକାଶ ହାର ୨.୯% ଖସିବ ବୋଲି ଏହା ପୂର୍ବାନୁମାନ କରିଥିବା ବେଳେ ଜାପାନ ୧.୨% ବିକାଶ ହାର ହାସଲ କରିବ ବୋଲି କୁହାଯାଇଛି। ସୋମବାର ମୁଡିସ ଇନଭେଷ୍ଟର୍ସ ସର୍ଭିସ ଭାରତର ବିକାଶ ଅନୁମାନକୁ ୫.୪%ରୁ ୫.୩%କୁ ଖସାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri