ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍‌ଜିଟ୍‌ ପୋଲ୍‌ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ ଜଣାଇଛନ୍ତି। ଏନେଇ ଏଏପିର ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦିଲ୍ଲୀବାସୀ ଭାରତର ଆତ୍ମାକୁ ବିଜୟୀ କରାଇଥିବା ସେ କହିଛନ୍ତି। ଏହାପରେ ପ୍ରଶାନ୍ତ ଏଏପିର ଦଳୀୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଭେଟିଛନ୍ତିି।

Share