Posted inଜାତୀୟ

ଭାରତର ଖ୍ୟାଦ୍ୟ ମୃତ୍ୟୁ ସହ ସମାନ, ପ୍ରତିବର୍ଷ ଯାଉଛି ୧୫ଲକ୍ଷ ଲୋକଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୭।୬: ପ୍ରତିବର୍ଷ ଭାରତରେ ପ୍ରାୟ ୧୫.୭୩ ଲକ୍ଷ ଲୋକ ଫୁଡ ଫଏଜନିଂରେ ମୃତ୍ୟୁବରଣ କରିଥାନ୍ତି। ଖରାପ ଖାଦ୍ୟ ଖାଇ ମୃତ୍ୟୁବରଣ କରୁଥିବା ମାମଲାରେ ବିଶ୍ୱରେ ଭାରତ ଦ୍ୱିତୀୟ ନମ୍ବର ଓ ଚୀନ ପ୍ରଥମରେ ରହିଛି ବୋଲି ଏକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଇଣ୍ଟିଗ୍ରେଟେଡ ଡିଜିଜ୍‌ ସର୍ଭିଲାନ୍ସ ପ୍ରୋଗ୍ରାମ (ଆଇଡିଏସ୍‌ପି) ଅନୁସାରେ ୨୦୦୮ରୁ ୨୦୧୭ ଭିତରେ ଫୁଡ ଫଏଜନିଂ ଏକ ପ୍ରକୋପ ଭଳି ବ୍ୟାପିଥିଲା। ଏହି ପ୍ରକୋପ ଏବେ ବି ବ୍ୟାପିବାରେ ଲାଗିଛି। ୨୦୦୮ରୁ ୨୦୧୭ ଭିତରେ ଫୁଡ ପଏଜିନଂର ୨୮୬୭ ମାମଲା ଆସିଛି ଯେଉଁଥିରେ ଡାଇରିଆର ୪୩୬୧ ମାମଲା ଅଲଗା ରହିଛି। ସେହିପରି ଚଳିତ ବର୍ଷ ମେ ୬ରୁ ୧୨ ଭିତରେ ଫୁଡ ପଏଜନିଂର ୧୪ଟି ମାମଲା ରୁଜୁ କରାଯାଇଛି। ଫୁଡ ଫଏଜନିଂର ମାମଲା ଲଗାତାର ବୃଦ୍ଧି ପାଉଥିବାରୁ ଏହାକୁ ଧ୍ୟାନରେ ରଖି ୨୦୧୭ରେ ଏକ ରାଷ୍ଟ୍ରୀୟ ନୀତି ତିଆରି କରାଯାଇଥିଲା। ଯାହାଫଳରେ ସାରା ଦେଶରେ ଖାଦ୍ୟର ଗୁଣବତ୍ତା ଉପରେ ନଜର ରଖାଯାଇପାରିବ। ସେହିପରି ଗତ ୩ବର୍ଷରେ ଅପମିଶ୍ରଣ ଖାଦ୍ୟର ୨୦ ପ୍ରତିଶତରୁ ଊର୍ଦ୍ଧ୍ୱ ସେମ୍ପୁଲ ମିଳିଛି ବୋଲି ଚଳିତ ବର୍ଷ ଜାନୁଆରୀ ୪ରେ ଲୋକ ସଭାରେ ପୂର୍ବତନ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ରାଜ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri