Posted inଜାତୀୟ

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି ଆଲୋଚନା। ଏକଜିଟ ପୋଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବେ ବୋଲି ଆକଳନ କରାଯାଇଥିବାରୁ, ଏହାକୁ ନେଇ ଏବେ ପାକିସ୍ତାନରେ ଭିନ୍ନଭିନ୍ନ ମତ ପ୍ରକାଶ ପାଇଛି। କିଏ ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବା ଦରକାର ବୋଲି କହୁଥିବା ବେଳେ ଆଉ କେହି ମୋଦିଙ୍କୁ ବିରୋଧ କରୁଛନ୍ତି। ମୋଦି କ୍ଷମତାକୁ ଆସିଲେ ପାକିସ୍ତାନରେ ପଶି ଆକ୍ରମଣ କରିବେ ବୋଲି କିଛି ଲୋକ ସୋସିଆଲ ମିଡିଆରେ ମତ ଦେଇଥିଲାବେଳେ ବିଦେଶରେ ରହୁଥିବା ପାକିସ୍ତାନୀ ମୋଦି ପ୍ରଧାନମନ୍ତ୍ରୀ ହୁଅନ୍ତୁ ବୋଲି ମତ ଦେଇଛନ୍ତି। କିନ୍ତୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ମୋଦି ଏଥର ପୁଣି କ୍ଷମତାକୁ ଆସିଲେ ପାକିସ୍ତାନ ସହ ଶାନ୍ତି ଆଲୋଚନା ଆଗକୁ ବଢିପାରିବ ବୋଲି କିଛିଦିନ ତଳେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri