Posted inଖେଳ

ଭାରତର ପ୍ରଥମେ ବ୍ୟାଟିଂ

ମାଉଣ୍ଟ ମାଉଁଗାନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ଏହି ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଦଳରେ ଅନ୍ୟ କୌଣସି ପରିବର୍ତ୍ତନ ହୋଇନାହିଁ। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଦଳର ନିୟମିତ ଅଧିନାୟକ କେନ ଓ୍ବିଲିୟମସନ ମଧ୍ୟ ଏହି ମ୍ୟାଚ୍‌ରେ ଖେଳିବେ ନାହିଁ। ତାଙ୍କ ଅନୁପସ୍ଥିତିରେ ଟିମ୍‌ ସୌଦିଙ୍କ ନେତୃତ୍ୱ ନେଉଛନ୍ତି।
ଭାରତୀୟ ଦଳ – ଲୋକେଶ ରାହୁଲ (ଉଇକେଟକିପର), ସଞ୍ଜୁ ସାମସନ, ରୋହିତ ଶର୍ମା (ଅଧିନାୟକ), ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ଶିବମ ଦୁବେ, ଓ୍ବାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ନବଦୀପ ସଇନି, ୟୁଜବେନ୍ଦ୍ର ଚହଲ ଓ ଯଶପ୍ରୀତ ବୁମରା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri