Categories: Home Leftଖେଳ

ଭାରତୀୟଙ୍କୁ ଜନ ସିନାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫।୮: ଦେଶର ୭୩ତମ ସ୍ବାଧୀନତା ଦିବସ ଅବସରରେ ବହୁ ଅନ୍ତର୍ଜାତୀୟ ସେଲିବ୍ରେଟି ଶୁଭେଚ୍ଛା ଜଣାଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଡବ୍ଲୁଡବ୍ଲଇ ସୁପରଷ୍ଟାର ଜନ ସିନା। ସେ ଗୁରୁବାର ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଭାରତୀୟ ପତକା ଫଟୋ ଶେୟାର କରି ସ୍ବାଧୀନତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।