Posted inଖେଳ

ଭାରତୀୟ କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ

ଆଣ୍ଟାଲ୍ୟା(ତୁର୍କୀ),୨୫।୫(ପିଟି)- ଏଠାରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପ୍‌ ୩ୟ ରାଉଣ୍ଡରେ ଭାରତୀୟ କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ରଜତ ଚୌହ୍ବାନ, ଅଭିଷେକ ବର୍ମା ଓ ଅମଦ ସଇନିଙ୍କୁ ନେଇ ଗଠିତ ଭାରତୀୟ ଦଳ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତ ଅପେକ୍ଷାକୃତ ଉନ୍ନତ ସିଡ୍‌ ରଷିଆନ ଦଳକୁ ୨୩୫-୨୩୦ ପଏଣ୍ଟରେ ହରାଇ ଦେଇଛି। ଅନ୍ୟପକ୍ଷରେ ଜ୍ୟୋତି ସୁରେଖା ଭେନମ, ମୁସ୍କାନ କିରାର ଓ ସ୍ବାତି ଦୁଧ୍‌ଓ୍ବାଲାଙ୍କୁ ନେଇ ଗଠିତ ଭାରତୀୟ ମହିଳା ଦଳ ଅଳ୍ପକେ ବ୍ରୋଞ୍ଜ ପଦକରୁ ବଞ୍ଚତ୍ତ ହୋଇଛି। ମହିଳା ଦଳ ୨୨୬-୨୨୮ ବ୍ୟବଧାନରେ ଗ୍ରେଟ ବ୍ରିଟେନଠାରୁ ପରାସ୍ତ ହୋଇଛି। ଭାରତୀୟ ତୀରନ୍ଦାଜ ରିକର୍ଭ ଇଭେଣ୍ଟ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଏହି ଇଭେଣ୍ଟ ହେଉଛି ନେଦରଲାଣ୍ଡରେ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍‌ ପୂର୍ବରୁ ଅନ୍ତିମ ଅନ୍ତର୍ଜାତୀୟ ଇଭେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri