Posted inଖେଳ

ଭାରତୀୟ ଦଳକୁ ଡବଲ ଝଟ୍‌କା

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳକୁ ଇନିଂସ ଆରମ୍ଭରୁ ଡବଲ ଝଟ୍‌କା ଲାଗିଛି। ଦକ୍ଷ ଓପନର ଲୋକେଶ ରାହୁଲ (୬) ଓ ଅଧିନାୟକ ବିରାଟ କୋହଲି (୪) ଆଉଟ୍‌ ହୋଇ ପ୍ୟାଭିୟନ ଫେରିସାରିଛନ୍ତି। ଉଭୟଙ୍କ ଉଇକେଟ ହାତେଇଛନ୍ତି ଶେଲ୍ଡନ କଟ୍ଟ୍ରେଲ। ୧୩ ଓଭର ସୁଦ୍ଧା ଭାରତୀୟ ଦଳ ଦୁଇ ଉଇକେଟ ହରାଇ ୫୪ ରନ୍‌ କରିଛି। ଅଭିଜ୍ଞ ଓପନର ରୋହିତ ଶର୍ମା (୨୫) ଓ ଶ୍ରେୟାସ ଆୟାର (୧୧) ରନ୍‌ କରି ଇନିଂସ ସଜାଡ଼ିବାକୁ ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri