ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ କରିଥିଲେ। ଚାରୁଲତାଙ୍କୁ ଭାରତୀୟ ଦଳର ବଳକା ବିଶ୍ୱକପ୍‌ ମ୍ୟାଚ୍‌ ଲାଗି ବିରାଟ କୋହଲି ଟିକେଟ ପ୍ରଦାନ କରିବେ। ଏ ନେଇ ଅଧିନାୟକ କୋହଲି ପ୍ରତିଶ୍ରୁତି ଦେଇଥିବା ଚାରୁଲତା କହିଛନ୍ତି। ଭାରତୀୟ ଦଳର ପ୍ରତ୍ୟେକ ଚୌକାରେ ସେ ଭାରତୀୟ ପତାକା ଉଠାଉ ଦେଖାଉଥିଲେ। ଏହା କୋହଲିଙ୍କ ଧ୍ୟାନ ଆକର୍ଷଣ କରିଥିଲା। ମ୍ୟାଚ୍‌ ପରେ କୋହଲି ଓ ଉପଅଧିନାୟକ ରୋହିତ ଶର୍ମା ବୃଦ୍ଧା ଫ୍ୟାନଙ୍କ ଆଶୀର୍ବାଦ ନେଇଥିଲେ। ମ୍ୟାଚ୍‌ ପରେ କୋହଲି ମୋତେ ଭେଟିଥିଲେ। ମୁଁ ତାଙ୍କୁ ଭଲ ପ୍ରଦର୍ଶନ କରି ବିଶ୍ୱକପ୍‌ ଜିତିବାକୁ କହିଛି। ମୋତେ ଦଳର ବଳକା ଦୁଇରୁ ୩ଟି ମ୍ୟାଚ୍‌ ଉପଭୋଗ କରିବା ଲାଗି କୋହଲି କହିଥିଲେ। ହେଲେ ମୋ ପାଖରେ ଟିକେଟ୍‌ ନ ଥିବା ଜଣାଇଥିଲି। ଏହାପରେ ସେ ମୋତେ ଟିକେଟ୍‌ ସମ୍ପର୍କରେ ଚିନ୍ତା ନ କରିବାକୁ କହିଥିଲେ। ଏହି ଭାରତୀୟ ଦଳର ବଡ଼ ପ୍ରଶଂସକ ରାତାରାତି ସୋସିଆଲ ମିଡିଆରେ ପରିଚିତ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ଆଇପିଏଲ୍‌ ଛାଡ଼ିଲେ ରାଚିନ ରବୀନ୍ଦ୍ର

କୋଲକାତା,୧୫ା୫: ନ୍ୟୁଜିଲାଣ୍ଡର ଇଂଲଣ୍ଡ ଟେଷ୍ଟ ଟୁର୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ଲାଗି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲ୍‌ରାଉଣ୍ଡର ରାଚିନ ରବୀନ୍ଦ୍ର ଆଇପିଏଲ୍‌ ଛାଡ଼ିଛନ୍ତି। ଗୁଜରାଟ…

ଦଣ୍ଡିତ ହେଲା ପାକିସ୍ତାନ

ମୀରପୁର,୧୫ା୫: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ପାକିସ୍ତାନ କ୍ରିକେଟ ଦଳ ଦଣ୍ଡିତ ହୋଇଛି। ଖେଳାଳିଙ୍କ ମ୍ୟାଚ ଫି’ର ୪୦ ପ୍ରତିଶତ ଜରିମାନା…

ଇଶାନଙ୍କୁ ୧ କୋଟି ଟଙ୍କାର ଚେକ୍‌ ଦେଲେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୫।୫: ବିସ୍ଫୋରକ ବ୍ୟାଟସମ୍ୟାନ ଇଶାନ କିଷାନ ଶୁକ୍ରବାର ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଭେଟଛନ୍ତି। ଏହି ସମୟରେ ସମ୍ରାଟ ଚୌଧୁରୀ ପାଟନାର ବାସିନ୍ଦା ଇଶାନ କିଷାନଙ୍କୁ…

ଲଗାତର ପଞ୍ଚମ ପରାଜୟ: ପ୍ଲେଅଫ୍‌ରେ ପହଞ୍ଚିବା ବଢ଼ିଲା ଚିନ୍ତା…

ଧର୍ମଶାଳା,୧୫ା୫: ପିଛା ଛାଡ଼ୁନି ପରାଜୟ। ଶାର୍ଦ୍ଦୁଳ ଠାକୁରଙ୍କ ଘାତକ ବୋଲିଂ ପରେ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri