Posted inଖେଳ

ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧା ସାଜିପାରନ୍ତି ୧୪୦ କିଲୋ କ୍ରିକେଟର୍‌

ପୋର୍ଟ-ଅଫ୍‌-ସ୍ପେନ୍‌,୧୨।୮:ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଯାଇଛି। ଟି-୨୦ ସିରିଜ୍‌ ହାତେଇବା ପରେ ଏବେ ଏକଦିବସୀୟ ସିରିଜ୍‌ ଖେଳୁଛି। ଏହାପରେ ଆରମ୍ଭ ହେବ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଦଳରେ ସାମିଲ ହୋଇଛନ୍ତି ସ୍ପିନର ରହକିମ୍‌ କର୍ନଓ୍ବାଲ୍‌। ସେ ବାମହାତୀ ଅଫ୍‌ ବ୍ରେକ୍‌ ବୋଲର୍‌ ହୋଇଥିବାବେଳେ ଉପଯୋଗୀ ବ୍ୟାଟ୍ସମ୍ୟାନ୍‌ ମଧ୍ୟ। ୨୬ବର୍ଷୀୟ ଏହି କ୍ରିକେଟରଙ୍କ ଓଜନ ୧୪୦ କିଲୋ ଆଉ ଉଚ୍ଚତା ୬ ଫୁଟ୍‌ ୬ ଇଞ୍ଚ୍‌। ଏପର୍ଯ୍ୟନ୍ତ ସେ ଗୋଟିଏ ବି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ନ ଥିଲେ ବି ଘରୋଇ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। କର୍ନଓ୍ବାଲ୍‌ ଯଦି ଭାରତ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରନ୍ତୁ, ତେବେ ବିଶ୍ୱର ସବୁଠୁ ଅଧିକ ଓଜନର ଟେଷ୍ଟ ଖେଳାଳି ଭାବେ ପରିଗଣିତ ହେବେ। ୨୦୧୭ରେ ଭାରତ ବିପକ୍ଷରେ ସେ ଏକ ଅଭ୍ୟାସ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri