Posted inଜାତୀୟ

ଭାରତୀୟ ସେନାଙ୍କୁ ମିଳିଲା ଏସ୍‌ଆଇଜି-୭୧୬ ରାଇଫଲ: ଲକ୍ଷ୍ୟଭେଦ କ୍ଷମତା ୫୦୦ ମିଟର

ନୂଆଦିଲ୍ଲୀ,୧୫।୩: ବହୁ ପ୍ରତୀକ୍ଷା ପରେ ଭାରତୀୟ ସେନାକୁ ଏସ୍‌ଆଇଜି-୭୧୬ ରାଇଫଲ ମିଳିଛି। ଏନେଇ ଏକ ବର୍ଷ ପୂର୍ବରୁ ଆମେରିକା କମ୍ପାନୀ ସିଗସୌର ସହିତ ୭୦୦ କୋଟି ଟଙ୍କାର ଚୁକ୍ତି ହୋଇଥିଲା। ଚୁକ୍ତି ଅନୁସାରେ ୭୨,୪୦୦ ଅସାଲ୍ଟ ରାଇଫଲ ଭାରତକୁ ସମ୍ପୃକ୍ତ କମ୍ପାନୀ ଯୋଗାଇ ଦେବ। ଇତିମଧ୍ୟରେ ୧୦,୦୦୦ ରାଇଫଲ ଭାରତକୁ ଆସିଛି। ଅବଶିଷ୍ଟ ରାଇଫଲ ଖୁବ୍‌ ଶୀଘ୍ର ମିଳିବାର ଆଶା ରହିଛି। ପୂର୍ବରୁ ବ୍ୟବହୃତ ଇଂସାସ୍‌ ରାଇଫଲ ବଦଳରେ ଏବେ ଏହି ନୂଆ ରାଇଫଲ ବ୍ୟବହାର କରାଯିବ। ଏହାର ଲକ୍ଷ୍ୟଭେଦ କ୍ଷମତା ୫୦୦ ମିଟର ରହିଛି। ଅସାଲ୍ଟ ରାଇଫଲ ମଧ୍ୟରୁ ପ୍ରାୟ ୪୦୦୦ ବାୟୁସେନାକୁ ଦିଆଯିବ। ସେହିପରି ୨୦୦୦ ହଜାର ନୌସେନାକୁ ମିଳିବ। ଅବଶିଷ୍ଟ ଅସାଲ୍ଟ ରାଇଫଲ ସ୍ଥଳସେନାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri