ଭାରତ ଉପରେ ରାଗି ପିଆଜ ଖାଇବା ଛାଡି ଦଲେ ଶେଖ୍‌ ହସିନା

ବାଂଲାଦେଶ,୪।୧୦: ପିଆଜର ଦର ବୃଦ୍ଧି ଏବେ ଭାରତର କେନ୍ଦ୍ର ସରକାରଙ୍କ ଆଗରେ ଯେ ସମସ୍ୟା ହୋଇ ଛିଡା ହୋଇଛି ତା’ ନୁହେଁ। ବରଂ ପଡୋଶୀ ଦେଶ ଉପରେ ମଧ୍ୟ ଏହାର ପ୍ରଭାବ ପଡିଛି। ଏବେ ଭାରତରେ ପିଆଜ ଦର ଆକାଶ ଛୁଆ ହୋଇଥିବା ବେଳେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ମୋଦି ସରକାରଙ୍କୁ ଏହାର ଉତ୍ତର ମାଗିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଭାରତ-ବାଂଲାଦେଶ ବିଜନେସ୍‌ ଫୋରମରେ ସେ ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି କାହିଁକି ପିଆଜ ଦର ଏବେ ବୃଦ୍ଧି ପାଉଛି। ସେଥିପାଇଁ ସେ ତାଙ୍କ ରୋଷେୟାଙ୍କୁ ପିଆଜ ବ୍ୟବହାର କରିବାକୁ ମନା କରିଦେଇଥିବା କଥା ମଧ୍ୟ କହିଛନ୍ତି। ଆଉ ଏହା ଶୁଣିବା ପରେ ସେଠାରେ ଉପସ୍ଥିତି ଥିବା ଅନ୍ୟମନ୍ତ୍ରୀମାନେ ସ୍ମିତହାସ୍ୟ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଆସୁଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri