ଭାରତ-କାନାଡା ନିବେଶ ସୁଯୋଗ ନେଇ ଆଲୋଚନା

ନୂଆଦିଲ୍ଲୀ,୧୭।୫ – କୋଭିଡ୍‌-୧୯ ବର୍ତ୍ତମାନ ସାରା ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଭାରତ ଏବଂ କାନାଡା ମଧ୍ୟରେ ନିବେଶ ସୁଯୋଗ ନେଇ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଇଣ୍ଡୋ-କାନାଡିଆନ ବିଜ୍‌ନେସ ଚାମ୍ବର ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋଭିଡ୍‌ ପରେ କାନାଡା ଅର୍ଥ ବ୍ୟବସ୍ଥାରେ ସୁଯୋଗ ଉପରେ ଆଲୋଚନା ହୋଇଛି। କାନାଡାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ଅଜୟ ବିଶାରିଆ ଏହି ଅବସରରେ କମ୍ପ୍ରିହେନ୍‌ସିଭ ଇକୋନୋମିକ ପାର୍ଟନରଶିପ ଏଗ୍ରିମେଣ୍ଟ( ସିଇପିଏ) ଉପରେ ଗୁରୁତ୍ୱାରୋପ କରିଥିଲେ। ବନ୍ଦେ ଭାରତ ମିଶନର ଦ୍ୱିତୀୟ ପର୍ଯ୍ୟାୟରେ ଭାରତୀୟଙ୍କୁ ଫେରାଇ ଆଣିବା ଉପରେ ମଧ୍ୟ ଏଠାରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?